weather report
Weather Report: ୧୯ରୁ ୨୧ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସତର୍କତା
Weather Report: ୧୯ରୁ ୨୧ ପର୍ୟ୍ୟନ୍ତ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା । ୧୯ ତାରିଖରେ ୬ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ଯାଜପୁର,କେନ୍ଦ୍ରାପଡା,ଭଦ୍ରକ, ବାଲେଶ୍ବର , ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୨୦ ତାରିଖ.ରେ ୧୦ ଜିଲ୍ଲାକୁ ହାଲୁକା ବର୍ଷା ହେବା ନେଇ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ୧୦ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ , ଦେବଗଡ, ଅନୁଗୁଳ , କେନ୍ଦୁଝର, ଢେଙ୍କାନାଳ , ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଓ ମୟୁରଭଂଜ ।
Feb 16,2025, 18:39 PM IST