ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ
Advertisement
Article Detail0/zeeodisha/odisha2547737

ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ

Assembly: ଗୃହରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ପକ୍ଷରୁ ଗୃହର ମଧ୍ୟଭାଗରେ ହଟ୍ଟଗୋଳ ଓ ନାରାବାଜି। ଯାହାପରେ ବାଚସ୍ପତି ସୁରମା ପାଢୀ ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି। ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ନାରାବାଜି କରିଥିଲେ। ଏଏସଓ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୟାନ ପ୍ରସଙ୍ଗରେ ବିଜେଡି ସଦସ୍ୟ ପ୍ରତିବାଦ କରିଥିଲେ। 

ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର: ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଲ୍ଲାବୋଲ। ବିଜେଡି ସଦସ୍ୟଙ୍କ ପ୍ରତିବାଦ ପରେ ଗୃହ ମୁଲତବୀ। ତେବେ ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ନାରାବାଜି କରିଥିଲେ। ଗୃହରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ପକ୍ଷରୁ ଗୃହର ମଧ୍ୟଭାଗରେ ହଟ୍ଟଗୋଳ ଓ ନାରାବାଜି। ଯାହାପରେ ବାଚସ୍ପତି ସୁରମା ପାଢୀ ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି। 

ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ବିଧାୟକମାନେ ପୋଡିୟମ୍ ପାଖକୁ ଆସି ନାରାବାଜି କରିଥିଲେ। ଏଏସଓ ପରୀକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୟାନ ପ୍ରସଙ୍ଗରେ ବିଜେଡି ସଦସ୍ୟ ପ୍ରତିବାଦ କରିଥିଲେ।