Advertisement
Photo Details/zeeodisha/odisha2654887
photoDetails0hindi

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର, ୬୭ ହଜାର ତଳେ ଭରି ପିଛା ମୂଲ୍ୟ

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଚଳିତ ସପ୍ତାହ ଆରମ୍ଭରୁ ସୁନାଦରରେ ବୃଦ୍ଧି ଦେଖିବାକୁ ମିଳୁଛି। ଆଜି ମଧ୍ୟ ସୁନାଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କ ଚିନ୍ତା ବଢାଇ ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Sun Transit 2025: ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନ, ଫିଟିବ ୫ରାଶିଙ୍କ ଭାଗ୍ୟ, ଟଙ୍କାବର୍ଷା ହେବା ସହ କିଣିବେ ନୂଆ ଘର ଓ ଗାଡି଼

ALSO READ: ଡାନ୍ସ ଓଡି଼ଶା ଡାନ୍ସ ମଞ୍ଚରୁ ଭାଇରାଲ୍ ହେଲା ଅଭିନେତ୍ରୀ ଏଲିନାଙ୍କ ଏହି ଭିଡିଓ, ଦେଖନ୍ତୁ

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୮୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୨୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୮,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ସୁନାରେ ୧୦ ଟଙ୍କା ବୃଦ୍ଧି ପାଇଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବଢିଛି।

 

5/5

ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୬,୦୪୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ବୃଦ୍ଧି ହୋଇଛି।