19th Feb Weather Report: ଆଗାମି ୨୪ ଘଣ୍ଟା ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି, ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ । ଏସବୁ ଜିଲ୍ଲାରେ ବର୍ଷା ସହ ଘଡଘଡି ଏବଂ କୁଆପଥର ମାଡ ହେବାର ସମ୍ଭାବନା ରହିଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.